ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନାଁରେ ଅଭିଯୋଗ କଲେ କୋଭିଡ୍ ଯୋଦ୍ଧା
ଭୁବନେଶ୍ବର: କୋଭିଡ୍ ଆଇନ୍ ଉଲ୍ଲଂଘନ ନେଇ ଭୁବନେଶ୍ବର ଲୋକସଭା ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନାଁରେ ଜଣେ କୋଭିଡ୍ ଯୋଦ୍ଧା ଲିଖିତ ଅଭିଯୋଗ ଆଣିଥିବା ଜଣାଯାଇଛି । ସାଂସଦ ବାରମ୍ବାର କୋଭିଡ୍ ଆଇନ୍ ଭାଙ୍ଗୁଥିବାରୁ କୋଭିଡ୍ ଯୋଦ୍ଧା କାର୍ଯ୍ୟାନୁଷ୍ଠାନ ଦାବି କରି ଲିଖିତ ଭାବେ ଭୁବନେଶ୍ୱର!-->…