ରାଜନେତା କାର୍ତିକେଶ୍ୱର ପାତ୍ରଙ୍କ ପରଲୋକ
ଭୋଗରାଇ: ବାଲେଶ୍ୱରର ପୂର୍ବତନ ସାଂସଦ ତଥା ଭୋଗରାଇ ପୂର୍ବତନ ବିଧାୟକ ବର୍ଷୀୟାନ ରାଜନେତା ଓ ସୁଲେଖକ ଡ.କାର୍ତିକେଶ୍ୱର ପାତ୍ର (୮୧) ଆଉ ନାହାନ୍ତି । ଅସୁସ୍ଥତା ଯୋଗୁଁ ଚିକିତ୍ସା ପାଇଁ ତାଙ୍କୁ ଆମ୍ବୁଲାନ୍ସରେ ଭୁବନେଶ୍ୱର ନିଆଯାଉଥିବା ବେଳେ ସୋମାବାର ରାତି ପ୍ରାୟ ୧୧ଟା ୪୦ରେ ପାଣିକୋଇଲି!-->…