ରିୟା ଚକ୍ରବର୍ତ୍ତୀଙ୍କ ହାଜତ ମିଆଦ ଅକ୍ଟୋବର ୨୦ ପର୍ଯ୍ୟନ୍ତ ବୃଦ୍ଧି
ମୁମ୍ବାଇ : ମୁମ୍ବାଇର ଏନଡିପିଏସ କୋର୍ଟ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ବିଚାର ବିଭାଗୀୟ ହାଜତ ମିଆଦକୁ ଆସନ୍ତା ଅକ୍ଟୋବର ୨୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ରିୟାଙ୍କ ସମେତ ତାଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀ, ସୁଶାନ୍ତଙ୍କ ପୂର୍ବତନ ହାଉସ ମ୍ୟାନେଜର ସାମୁଏଲ ମିରାଣ୍ଡାଙ୍କ ହାଜତ!-->…