ରାଜ୍ୟରେ ଆଉ ୧୭ଜଣଙ୍କ ମୃତ୍ୟୁ
ଭୁବନେଶ୍ବର: କରୋନାରେ ଆଜି ପୁଣି ୧୭ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୨୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଆଜି ଯେଉଁ ୧୭ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି, ସେଥିମଧ୍ୟରେ କଟକ ଓ!-->…