୨୬୧୭ ନୂଆ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ଆଜି ରାଜ୍ୟରେ ୨୬୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୨୧ ଓ ସ୍ଥାନୀୟ ଅଞ୍ଚଳରୁ ୧୦୯୬ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୩୫ ହଜାର ୩୩୦କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ!-->…