ରାଜ୍ୟରେ କରୋନାଜନିତ ମୃତକଙ୍କ ସଂଖ୍ୟା ୯୦୦ ଟପିଲା
ଭୁବନେଶ୍ବର: କରୋନାରେ ପୁଣି ୧୫ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଆଜି ଯେଉଁ ୧୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି, ସେଥିମଧ୍ୟରେ ଖୋର୍ଦ୍ଧା ଓ!-->…