ଟ୍ରମ୍ପଙ୍କୁ କରୋନା : ଆର୍ମି ମେଡିକାଲରେ ଭର୍ତି
ୱାସିଂଟନ : କରୋନାରେ ଆକ୍ରାନ୍ତ ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲଡ୍ ଟ୍ରମ୍ପଙ୍କୁ ଚିକିତ୍ସା ପାଇଁ ମ୍ୟାରିଲେଣ୍ଡ ୱାଲଟର ରିଡ୍ ମିଲଟାରୀ ହସ୍ପିଟାଲରେ ଭର୍ତି କରାଯାଇଛି । ଏନେଇ ହ୍ୱାଇଟ୍ ହାଉସ୍ ପକ୍ଷରୁ ସୂଚନା ଦିଆଯାଇଛି । ଟ୍ରମ୍ପ ଏବେ କ୍ଲାନ୍ତ ଅନୁଭବ କରୁଥିଲେ ମଧ୍ୟ ତାଙ୍କ!-->…