ହାଥରସ ଘଟଣା ପରେ ବଳରାମପୁରରେ ଗଣଦୁଷ୍କର୍ମର ଶିକାର ହୋଇଥିବା ଜଣେ ଯୁବତୀଙ୍କ ମୃତ୍ୟୁ
ଉତରପ୍ରଦେଶ- ହାଥରସରେ ଜଣେ ଯୁବତୀ ଗଣଦୁଷ୍କର୍ମର ଶିକାର ହୋଇ ମୃତ୍ୟୁ ବରଣ କରିଥିବା କଥା ମନରୁ ଲିଭି ନଥିବା ବେଳେ ପୁଣି ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ହାଥରସରୁ ୫୦୦ କିମି ଦୂରରେ ଥିବା ବଳରାମପୁର ଗାଁର ଜଣେ ୨୨ ବର୍ଷୀୟ ଯୁବତୀ ଗଣଦୁଷ୍କର୍ମର ଶିକାର ହୋଇ ମୃତ୍ୟୁ ବରଣ!-->…