ଆକ୍ଟୋବରରେ ଖୋଲିବ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ
ଭୁବନେଶ୍ବର: ମହାମାରୀ କରୋନା ପାଇଁ ବନ୍ଦ ରହିଥିବା ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ଦୀର୍ଘ ଦିନ ପରେ ଖୋଲିବାକୁ ଯାଉଛି। ଆଜି ପର୍ଯ୍ୟଟନ ଦିବସରେ ପର୍ଯ୍ୟଟନ ମନ୍ତ୍ରୀ ଯ୍ୟୋତି ପାଣିଗ୍ରାହୀ ଏ ନେଇ ବଡ଼ ସୂଚନା ଦେଇଛନ୍ତି। ଅକ୍ଟୋବର ମାସରୁ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବ। କୋଭିଡ!-->…