ଏଣିକି ସବୁ ଷ୍ଟେସନରେ ରହିବ ଟ୍ରେନ୍
ଭୁବନେଶ୍ୱର: କୋଭିଡ-୧୯ ସଂକ୍ରମଣ ରୋକିବା ଲାଗି ଟ୍ରେନ୍ ରହଣି ଉପରେ ଲଗାଯାଇଥିବା କଟକଣାକୁ ହଟାଇ ଦିଆଯାଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ସାଧାରଣ ଜୀବନଯାତ୍ରା ସ୍ୱାଭାବିକ ଅବସ୍ଥାକୁ ଫେରୁଥିବାରୁ ରାଜ୍ୟ ଭିତରେ ଟ୍ରେନ୍ ଚଳାଚଳ କ୍ଷେତ୍ରରେ ଥିବା ପ୍ରତିବନ୍ଧକକୁ ହଟାଯାଇଥିବା ରାଜ୍ୟ!-->…