କରୋନା ସ୍ଥିତିର ସମୀକ୍ଷା କରିବା ପାଇଁ ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ପ୍ରଧାନମନ୍ତ୍ରୀଙ୍କ ବୈଠକ
ନୂଆଦିଲ୍ଲୀ- ଆସନ୍ତାକାଲି ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂ ଜରିଆରେ ଏହି ବୈଠକ ଅନୁଷ୍ଠିତ ହେବ । ଏହି ଆଲୋଚନାରେ ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମଧ୍ୟ ଅଂଶଗ୍ରହଣ କରିବେ । ମହାରାଷ୍ଟ୍ର,!-->…