ଅକ୍ଟୋବର ୧ରୁ ଖୋଲିବ ଭିତରକନିକା
ରାଜନଗର: କେନ୍ଦ୍ରପଡ଼ା ଜିଲ୍ଲା ରାଜନଗର ବ୍ଲପସ୍ଥିତ ଭିତରକନିକା ଜାତୀୟ ଉଦ୍ୟାନ ଅକ୍ଟୋବର ୧ରୁ ଖୋଲିବ । ହେଲେ ଜାତୀୟ ଉଦ୍ୟାନରେ ପର୍ଯ୍ୟଟକଙ୍କ ପ୍ରବେଶକୁ ବାରଣ କରାଯାଇଛି । କେବଳ ଡାଙ୍ଗମାଳରେ ରାତ୍ରିଯାପନ ପାଇଁ ବୁକିଂ କରିଥିବା ପର୍ଯ୍ୟଟକ ଭିତରକନିକା ପରିଭ୍ରମଣ କରିପାରିବେ ବୋଲି!-->…