ଆଜି ଆସୁଛନ୍ତି ରାଷ୍ଟ୍ରପତି
ନୂଆଦିଲ୍ଲୀ : ଆସନ୍ତାକାଲି ୪ଠାରୁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ରାଇରଙ୍ଗପୁର, ପାହାଡ଼ପୁର ଏବଂ ବାରିପଦାରେ କେତେକ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ରାଷ୍ଟ୍ରପତିଙ୍କ ସଚିବାଳୟ ବିଜ୍ଞପ୍ତି ଜାରି କରିଛି । ୪ ତାରିଖ ସକାଳ ୭ଟାରେ!-->…