ଦିନକରେ ୯୩ ହଜାର ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ- ଗତ ୨୪ ଘଂଟାରେ ୯୩,୩୩୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୩,୦୮,୦୧୪ରେ ପଂହଚିଛି । ବର୍ତମାନ ମୋଟେ ୧୦,୧୩,୯୬୪ ସକ୍ରିୟ!-->…