କରୋନାରେ ବିଜେପି ସାଂସଦଙ୍କ ମୃତ୍ୟୁ
ବେଙ୍ଗାଲୁରୁ: କର୍ଣ୍ଣାଟକର ରାଜ୍ୟସଭା ସାଂସଦ ତଥା ବିଜେପି ନେତା ଅଶୋକ ଗାସ୍ତିଙ୍କର ଆଜି ଦେହାନ୍ତ ହୋଇଛି । ସେ ବାଙ୍ଗାଲୋରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ । ଅଶୋକ ଗାସ୍ତିଙ୍କ ମୃତ୍ୟୁରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୋକ ପ୍ରକାଶ!-->…