ପୂର୍ବତଟ ରେଳପଥର ସ୍ୱଚ୍ଛତା ପକ୍ଷ
ଭୁବନେଶ୍ୱର : ୧୬ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଭାରତୀୟ ରେଳବାଇ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ପକ୍ଷ ଦେଶସାରା ପାଳନ କରାଯାଉଅଛି । ଏଥିପାଇଁ ପୂର୍ବତଟ ରେଳପଥ ବ୍ୟାପକ ଭାବେ ସ୍ୱଚ୍ଛତା ପକ୍ଷ ପାଳନ କରି ରେଳ ଷ୍ଟେସନ ପରିସର, ଟ୍ରେନ, କାର୍ଯ୍ୟାଳୟ, ୱାର୍କଶପ, ମରାମତି ଡିପୋ, ରେଳବାଇ!-->…