ପଞ୍ଚଭୂତରେ ଲୀନ ହେଲେ ଅଭିନେତା ଅଜିତ ଦାଶ
ଭୁବନେଶ୍ୱର : ପଂଚଭୂତରେ ଲୀନ ହେଲେ ଅଭିନେତା ଅଜିତ ଦାଶ । ସତ୍ୟନଗର ଶ୍ମଶାନରେ ଅଜିତଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । ଅଜିତଙ୍କୁ ମୁଖାଗ୍ନି ଦେଇଛନ୍ତି ତାଙ୍କ ଇଙ୍ଗ ଝିଅ ସୁଚିସ୍ମିତା । ପ୍ରଥମେ ଅଜିତ ଦାସଙ୍କୁ ଗାର୍ଡ ଅଫ ଅନର ସହ ସତ୍ୟନଗରରେ ବିଦାୟ ଦିଆଯାଇଥିଲା । ଏହାପରେ ଅନ୍ତିମ!-->…