ଦେଶରେ ସର୍ବାଧିକ ୯୭ ହଜାର ୫୭୦ ନୂଆ କରୋନା ଆକ୍ରାନ୍ତ ପଜିଟିଭ ଚିହ୍ନଟ
ନୂଆଦିଲ୍ଲୀ- ଭାରତରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହୋବାକୁ ଲାଗିଛି । ପ୍ରତ୍ୟେକ ଦିନ ୫୦ ହଜାର ପାର କରୁଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ଗୋଟିଏ ଦିନରେ ୯୭ ହଜାର ୫୭୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା!-->…