ରାଜ୍ୟରେ ୩୪୯୦ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର- ରାଜ୍ୟରେ ଦୈନିକ ୩ ହଜାର ପାର କରୁଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ପୁଣି ୩୪୯୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରର ୨୦୯୪ ହୋଇଥିବା ବେଳେ ୧୩୯୬ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ!-->…