ଟାଟା ଷ୍ଟିଲ୍ ଯୋଡା ପକ୍ଷରୁ ଜାତୀୟ ଅଗ୍ନି ସେବା ସପ୍ତାହ ପାଳିତ
ଯୋଡା : ଜନସାଧାରଣ, କର୍ମଚାରୀ, ଯୁବ ଗୋଷ୍ଠୀ ଏବଂ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅଗ୍ନି ନିର୍ବାପନ ସମ୍ବନ୍ଧୀୟ ସଚେତନତା ଉଦେଶ୍ୟରେ ଟାଟା ଷ୍ଟିଲ ଯୋଡା ପକ୍ଷରୁ ଜାତୀୟ ଅଗ୍ନି ସେବା ସପ୍ତାହ ପାଳିତ ହୋଇ ଯାଇଛି Iଅଗ୍ନିସମ ବାହିନୀରେ ନିଷ୍ଠାପର ସହ କାର୍ଯ୍ୟ ସମ୍ପାଦନ କରି ନିଜ ଜୀବନକୁ!-->…