ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥକାଠ ଅନୁକୂଳ ଓ ଶ୍ରୀଜୀଉଙ୍କ ଚନ୍ଦନ ଯାତ୍ରା ଆରମ୍ଭ
ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ଲାଗି ଆଜି ପବିତ୍ର ଅକ୍ଷୟ ତୃତୀୟାରେ ରଥ କାଠ ଅନୁକୂଳ ହୋଇଛି । ସେହିପରି ଆଜିଠାରୁ ଶ୍ରୀଜୀଉଙ୍କ ପ୍ରସିଦ୍ଧ ଚନ୍ଦନ ଯାତ୍ରା ମଧ୍ୟ ଆରମ୍ଭ ହୋଇଛି । ଆଜି ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ଆଜ୍ଞାମାଳ ଆସିବା ପରେ ପାରମ୍ପରିକ ପୂଜାର୍ଚ୍ଚନା ସହ!-->…