୧୩ ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ – ଏକବାର ଉପାସାନା ଦେଖିବାକୁ ଭକ୍ତଙ୍କ ଭିଡ
ଜଗନ୍ନାଥପ୍ରସାଦ : ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଝାଡ଼ଭୂମି, ଗୋଛାବାଡ଼ି, ନିମପଦରରେ ୧୩ ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ ହୋଇଯାଇଛି | ଏକବାର ଉପାସାନା ଦେଖିବାକୁ ଭକ୍ତ ଙ୍କ ଭିଡ ଜମିଥିଲା | ଗ୍ରାମରେ ପାରମ୍ପରିକ ବିଧିବିଧାନ ଅନୁଯାୟୀ ପୂଜା ପାଠ କରାଯାଇଥିଲା | ଶତାଧିକ!-->…