ପ୍ଲାଜମା ଦେବେ ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ- କରୋନାରେ ସୁସ୍ଥ ହୋଇସାରିଥିବା ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ପ୍ଲାଜମା ଦାନ କରିବାକୁ ନିଷ୍ପତି ନେଇଛନ୍ତି । ଜୁଲାଇ ୨୫ ତାରିଖରେ ଚୌହାନ କରୋନାରେ ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତି ହୋଇଥିଲେ । ଅଗଷ୍ଟ ୫ରେ ତାଙ୍କୁ ଡିସଚାର୍ଜ କରାଯାଇଥିଲା ।!-->…