ନିଶା ନିବାରଣ
ଅନେକ ଯୁକ୍ତି କରନ୍ତିଯେ ମାନସିକ ଚାପ ଓ ସମସ୍ତ ଦୁର୍ଭାବନା ଦୂରେଇ ଆନନ୍ଦ ଦେବାର ଏକ ପନ୍ଥା ହେଉଛି ମାଦକ ଦ୍ରବ୍ୟର ସେବନ । ଏହା ପାର୍ଥିବ ଜଗତରୁ ନେଇ ଏକ ଅପାର୍ଥିବ ଜଗତରେ ଜଣଙ୍କୁ ପହଞ୍ଚାଇଦିଏ । ମଣିଷ ନିଜର ଦୁଃଖ, ଶୋକ, ଅଶାନ୍ତି ଓ ଯନ୍ତ୍ରଣାକୁ ଏହାର ବ୍ୟବହାର ଦ୍ୱାରା ଭୁଲିଯାଏ ।!-->…