କଳାହାଣ୍ଡିରୁ ୨୩୯ ଜଣ ବଳିଷ୍ଠ ନାଗରିକ ତୀର୍ଥ ଯାତ୍ରୀଙ୍କ ଭେଲୋର, ତିରୁପତି ଓ ଶ୍ରୀ କଳହସ୍ତୀକୁ ଯାତ୍ରା
ଭବାନୀପାଟଣା : ସ୍ଥାନୀୟ ରେଡକ୍ରସ କଲ୍ୟାଣମଣ୍ଡପ ଠାରେ ୨୭ ତାରିଖ ଅପରାହ୍ନ ୨.୩୦ମି ସମୟରେ କଳାହାଣ୍ଡି ଜିଲ୍ଲାର ୨୩୯ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ୬ ଟି ବସ ରାୟଗଡା ରେଳ ଷ୍ଟେସନ ଅଭିମୁଖେ ଯାତ୍ରା କରିଛି । ଜିଲ୍ଲାପାଳ ପି ଅନ୍ବେଷା ରେଡ୍ଡୀ ସବୁଜ ପତାକା ଦେଖାଇ ବରିଷ୍ଠ ନାଗରିକମାନଙ୍କ!-->…