ଓଷ୍ଟାର ଚତୁର୍ଥ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ
ମାଲକାନଗିରି : ରବିବାର ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ର ଚତୁର୍ଥ ସାମ୍ବିଧାନିକ ସମ୍ମିଳନୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ , ମାଲକାନଗିରି ଠାରେ ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାର ପାଞ୍ଚଗୋଟି ବ୍ଳକରୁ ୧୨୮ଜଣ ପ୍ରତିନିଧି ଅଂଶ ଗ୍ରହଣ କରି ତିନି ବର୍ଷ ପାଇଁ!-->…