ମାଗୁଣି ଚରଣଙ୍କୁ ପଦ୍ମଶ୍ରୀ
ନୂଆଦିଲ୍ଲୀ : କଣ୍ଢେଇ ନୃତ୍ୟଗୁରୁ ମାଗୁଣି ଚରଣ କୁଅଁରଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଛନ୍ତି । ବୁଧବାର ସଂଧ୍ୟାରେ ରାଷ୍ଟ୍ରପତି ଭବନ ଦରବାର ହଲରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ୨୦୨୩ ବର୍ଷ ପାଇଁ ଘୋଷିତ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଥିଲା ।!-->…