ଆସନ୍ତାକାଲି ପବିତ୍ର ଅଶୋକାଷ୍ଟମୀ ରୁକୁଣା ରଥଯାତ୍ରା
ଭୁବନେଶ୍ୱର : ଆସନ୍ତାକାଲି ପବିତ୍ର ଅଶୋକାଷ୍ଟମୀ । ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ । ଏହା ପୂର୍ବରୁ ଆଜି ସପ୍ତମୀ ତିଥିରେ ନେତ ଉତ୍ସବ ଅବସରରେ ରୁକୁଣା ରଥ ପ୍ରତିଷ୍ଠା କରାଯିବ । ଲିଙ୍ଗରାଜଙ୍କ ସନ୍ଧ୍ୟା ଆଳତୀ ପରେ ମରିଚି କୁଣ୍ଡରୁ ପ୍ରଥମ ଗରା ପାଣି ଆଣି ପୂଜା!-->…