ଆଦିବାସୀ ଲୋକନୃତ୍ୟର ସଂରକ୍ଷଣ ଏବଂ ପ୍ରୋତ୍ସାହନ ନିମନ୍ତେ ଉତ୍କଳ ଆଲୁମିନା ପକ୍ଷରୁ ‘ଆମ ନୃତ୍ୟ ଆମ ସଂସ୍କୃତି-୨୦୨୩’…
ଟିକିରି/ଭୁବନେଶ୍ୱର : ଆଦିତ୍ୟ ବିର୍ଲା ଗ୍ରୁପ୍ ଅନ୍ତର୍ଗତ ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ୍ ଲିମିଟେଡର ଏକ ସହଯୋଗୀ କମ୍ପାନୀ ଉତ୍କଳ ଆଲୁମିନା ଇଣ୍ଟରନ୍ୟାସନାଲ ଲିମିଟେଡ ଆଦିବାସୀ ଲୋକନୃତ୍ୟ ‘ଧିମ୍ସା’ର ସଂରକ୍ଷଣ ଏବଂ ତାହାକୁ ପ୍ରୋତ୍ସାହିତ କରିବା ନିମନ୍ତେ ପ୍ରତିବଦ୍ଧ । ବିଗତ ନଅବର୍ଷ!-->…