ଥାନାରେ ନିଜକୁ ଗୁଳି କରି ଆତ୍ମହତ୍ୟା କଲେ ହେଡ୍ କନଷ୍ଟେବଳ
ଦିଲ୍ଲୀ: ଥାନା ଭିତରେ ନିଜକୁ ଗୁଳି କରି ଆତ୍ମହତ୍ୟା କଲେ ହେଡ୍ କନଷ୍ଟେବଳ। ଏଭଳି ଏକ ଘଟଣା ଘଟିଛି ରାଜଧାନୀ ନୂଆଦିଲ୍ଲୀର ସାକେତ ଥାନାରେ। ଘଟଣା ପରେ ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ସୂଚନା ଅନୁସାରେ, ଆତ୍ମହତ୍ୟା କରିଥିବା ହେଡ୍ କନଷ୍ଟେବଳ ହେଉଛନ୍ତି ସଞ୍ଜୟ(୩୪)।!-->…