ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୩୮ ହଜାର ପାର
ନୂଆଦିଲ୍ଲୀ- ଦେଶରେ କରୋନା ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି । ଗତ ୨୪ ଘଂଟାରେ ୪୫,୭୨୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୩୮,୬୩୫ରେ ପଂହଚିଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ କୁହାଯାଇଛି । ବର୍ତମାନ ସୁଦ୍ଧା!-->…