ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର: ସମାଜସେବୀ ତଥା ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟ ରହସ୍ୟ ନୂଆ ମୋଡ ନେବାରେ ଲାଗିଛି । ଆଦିତ୍ୟଙ୍କ ମୃତ୍ୟୁ ମାମଲାର ତଦନ୍ତ ପ୍ରକ୍ରିୟାକୁ ନେଇ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି । ଚିଠିରେ କେନ୍ଦ୍ରମନ୍ତ୍ରୀ ପ୍ରତାପ!-->…