ସନ୍ଧ୍ୟା ୫ଟାରେ ବସିବ ମନ୍ତ୍ରୀପରିଷଦ ବୈଠକ
ଭୁବନେଶ୍ୱର- କରୋନା ସ୍ଥିତକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟା ୫ ଟାରେ ବସିବ ରାଜ୍ୟ ମନ୍ତ୍ରୀପରିଷଦ ବୈଠକ । ମହାମାରୀ କରୋନା ପାଇଁ ମୁଖ୍ୟମନ୍ତ୍ରୀ ବଡ ନିଷ୍ପତି ନେଇ ପାରନ୍ତି ବୋଲି ଅନୁମାନ କରାଯାଉଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନିଜ ବାସ!-->…