କଟକରୁ ଆଉ ୩୨ କରୋନା ଆକ୍ରାନ୍ତ ଚିହ୍ନଟ
କଟକ : କଟକରୁ ଆଉ ୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୫ଟି ଲୋକାଲ କେସ୍ ସମେତ ଅନ୍ୟ ୨୬ ସଂଗରୋଧ (ସରକାରୀ ସଂଗରୋଧ କେନ୍ଦ୍ରରୁ ୫ ଜଣ ଓ ହୋମ କ୍ୱାରେଣ୍ଟାଇନରୁ ୨୧ ଜଣ)ରୁ ବୋଲି ଜଣାପଡ଼ିଛି । ସରକାରୀ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ୫ ଜଣଙ୍କ!-->…