ରାଜ୍ୟରେ ନୂଆ ୬୪୭ କରୋନା ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ ନୂଆ ୬୪୭ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଂଟାରେ ୬୪୭ ନୂଆ କରୋନା ପଜିଟଭି ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୪୩୧ କ୍ୱାରେନଂଟାଇନ ସେଂଟର ହୋଇଥିବା ବେଳ ୨୧୬ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ!-->…