୩ ଦିନ ପ୍ରବଳ ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ଵର: ରାଜ୍ୟରେ ମଙ୍ଗଳବାରଠାରୁ ୩ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ନେଇ ସତର୍କ ସୂଚନା ଦିଆଯାଇଛି। ଏହା ସହିତ ଉତ୍ତର ଓଡ଼ିଶା, ଉପକୂଳ ଓଡ଼ିଶା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।!-->…