ଡ଼୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ ଓ ଗଣ ଧାରଣା ପାଇଁ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ
ଚମ୍ପୁଆ : ଚମ୍ପୁଆ ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଏକ ପ୍ରତିନିଧି ମଣ୍ଡଳ ଆସନ୍ତା ୧୫ ତାରିଖରୁ ଷ୍ଟିୟରିଂ ଛାଡ ଓ ଗଣ ଧାରଣା ଦେବା ପାଇଁ ଏକ ଦାବିପତ୍ର ସ୍ଥାନୀୟ ଉପଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ସହକାରୀ ଜିଲ୍ଲାପାଳ ଶ୍ୱେତପଦ୍ମା ଧଳଙ୍କୁ ପ୍ରଦାନ କରିଛନ୍ତି । ଏଠାରେ ସ୍ମରଣଯୋଗ୍ୟ କି!-->…