ରାଜ୍ୟରେ ନୂଆ ୭୧୮ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱରେ- ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିଛି । ଗତ ୨୪ ଘଂଟାରେ ନୂଆ ୭୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୪୭୯ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୩୯ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ!-->…