ଭାରତରେ ୧୦ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ- ସମଗ୍ର ଦେଶରେ କରୋନା ସ୍ଥିତି ଅଣାୟତ ହେବରେ ଲାଗିଛି । ପ୍ରତ୍ୟେକ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବାରେ ଲାଗିଛି । ଗତ ୨୪ ଘଂଟାରେ ୩୪,୯୫୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି । ଦେଶରେ!-->…