ଏମିତି ବି ଆସେ ମୃତ୍ୟୁ
ସାରସକଣା: ଏମିତି ବି ମୃତ୍ୟୁ ଆସିଥାଏ, ଶୁଣିଲେ ବି ଆପଣ ଆଶ୍ଚର୍ଯ୍ୟ ହେବେ! ଏମିତି ଆଶ୍ଚର୍ଯ୍ୟ ଜନକ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଝାରପୋଖରୀଆ ଥାନା ଅଞ୍ଚଳରେ । ଜିଲ୍ଲା ଦେଇ ଯାଇଥିବା ୪୯ନମ୍ବର ଜାତୀୟ ରାଜପଥରେ ୩ କିମି ଦୂର ଜାଲଦା ନିକଟସ୍ଥ ଏକ ଢାବାରେ ଜଣେ ଟ୍ରକ ଡ୍ରାଇଭରଙ୍କ!-->…