୯ରେ କ୍ୟାବିନେଟ୍ ବୈଠକ
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତା ୯ ତାରିଖ ସନ୍ଧ୍ୟାରେ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକ ଭର୍ଚୁଆଲ୍ ପ୍ଲାଟ୍ଫର୍ମରେ ଅନୁଷ୍ଠିତ ହେବ । ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ଟେଣ୍ଡ ଉପରେ!-->…