ବଜ୍ରାଘାତରେ ଚାଲିଗଲା ଜୀବନ
ବୈାଦ୍ଧ: ବୈାଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍ ପୁରୁଣାକଟକ ଥାନା ଧଳପୁର ଗ୍ରାମରେ ବଜ୍ରଘାତ ଯୋଗୁଁ ଶିବ ବେହେରାଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି । ସେ ନିଜ ଘରେ ଥିବା ସମୟରେ ବଜ୍ରପାତରେ ଗୁରୁତର ଆହତ ହୋଇଥିଲେ । ପରିବାର ଲୋକ ତାଙ୍କୁ ଗୁରୁତର ଅବସ୍ଥାରେ ପୁରୁଣାକଟକ ଡାକ୍ତରଖାନା ନେଇଥିବା ବେଳେ!-->…