ଅପରାଜିତାଙ୍କ ବିରୋଧରେ ମାମଲା, ଆକ୍ସନ ଟେକେନ୍ ରିପୋର୍ଟ ମାଗିଲା ବିଏମସି
ଭୁବନେଶ୍ୱର- କୋଭିଡ ନିୟମ ଭାଙ୍ଗି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ବିରୋଧରେ ଥାନାରେ ମାମଲା ପ୍ରସଙ୍ଗକୁ ନେଇ ରାଜନୀତି ତେଜିବାରେ ଲାଗିଛି । ଅପରାଜିତାଙ୍କ ବିରୋଧରେ କି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ସେ ନେଇ କମିଶନରେଟ୍ ପୋଲିସକୁ ଆକ୍ସନ ଟେକେନ୍ ରିପୋର୍ଟ ମାଗିଛି!-->…