ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୪ରେ ପହଂଚିଲା
ଭୁବନେଶ୍ୱର- କରୋନାରେ ଆଖି ବୁଜିଲେ ୫ ଆକ୍ରାନ୍ତ । ମୃତକଙ୍କ ମଧ୍ୟରେ ୨ଜଣଙ୍କ ଘର ଖୋର୍ଦ୍ଧା ଜିଲ୍ଲା ହୋଇଥିବା ବେଳେ ଆଉ ୩ ଜଣଙ୍କ ଘର ଗଞ୍ଜାମ ଜିଲ୍ଲା ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । ଗଞ୍ଜାମର ତିନି ମୃତକ ପୁରୁଷ । ସେମାନଙ୍କ ବୟସ ଯଥାକ୍ରମେ ୫୦, ୨୭ ଓ!-->…