କିନ୍ନରଙ୍କୁ ମିଳିବ ଭତା
ଭୁବନେଶ୍ୱର- କିନ୍ନରଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଅନୁମୋଦନ ପ୍ରଦାନ କରିଛନ୍ତି । ଏହି ଯୋଜନାରେ ରାଜ୍ୟର ପ୍ରାୟ ୬ ହଜାର କିନ୍ନର ଉପକୃତ ହେବେ । କିନ୍ନରଙ୍କ ବୟସ ଅନୁସାରେ ୫୦୦ରୁ ୯୦୦ ଟଙ୍କା ପର୍ଯ୍ୟନ୍ତ ଭତା ଦିଆଯିବ । ଭତା!-->…