ଖୋଲିଲା ସୂର୍ଯ୍ୟମନ୍ଦିର
କୋଣାର୍କ : କରୋନାର ଦ୍ୱିତୀୟ ଲହର କଟକଣା ଯୋଗୁଁ ପ୍ରାୟ ସାଢ଼େ ୩ ମାସ ବନ୍ଦ ରହିବା ପରେ ଆଜିଠୁ ଖୋଲିଛି ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିର । ସ୍ୱତନ୍ତ୍ର ଗାଇଡଲାଇନ୍ ମଧ୍ୟରେ ଆଜିଠୁ କୋଣାର୍କ ଖୋଲିଥିବା ବେଳେ ବାର କୋଡ ସ୍କାନ କରି ଭିତରେ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ । କେନ୍ଦ୍ର ସରକାରଙ୍କ!-->…