୨୫ ବିଧାନସଭା ଆସନରେ ହେବ ଉପନିର୍ବାଚନ !
ନୂଆଦିଲ୍ଲୀ: ଓଡ଼ିଶା ସମେତ ଦେଶର ବିଭିନ୍ନ ରାଜ୍ୟରେ ଖାଲି ପଡ଼ିଥିବା ୨୫ଟି ବିଧାନସଭା ଆସନ ପାଇଁ କେବେ ଉପନିର୍ବାଚନ କରାଯିବ ସେ ନେଇ ଭାରତୀୟ ନିର୍ବାଚନ ଆୟୋଗଙ୍କ ଦ୍ୱାରା ତାରିଖ ଘୋଷଣା କରାଯାଇନଥିବାବେଳେ ଏ ନେଇ ଖୁବ୍ ଶୀଘ୍ର ବିଚାରବିମର୍ଶ ପାଇଁ ଆୟୋଗ ବୌଠକ କରିବେ ବୋଲି ଜଣା ଜଣାପଡ଼ିଛି ।!-->…