ପୁଣି ବଢିଲା ତୈଳ ଦର
ନୂଆଦିଲ୍ଲୀ- ଗୋଟିଏ ଦିନର ବ୍ୟବଧାନ ପରେ ପୁଣି ବଢିଲା ତେଲ ଦର । ପେଟ୍ରୋଲ ଲିଟର ପିଛା ୫ ପଇସା ଓ ଡିଜେଲ ଲିଟର ପିଛା ୧୩ ପଇସା ବୃଦ୍ଧି ହୋଇଛି । ବର୍ଦ୍ଧିତ ତେଲ ଦର ହିସାବରେ ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ୮୦ ଟଙ୍କା ୪୩ ପଇସା ଓ ଡିଜେଲ ଦର ଲିଟର ପିଛା ୮୦ ଟଙ୍କା ୫୩ ପଇସାକୁ ବୃଦ୍ଧି!-->…