ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୯୦୪୦୧କୁ ବୃଦ୍ଧି
ନୂଆଦିଲ୍ଲୀ- ଦେଶରେ କରୋନା ସ୍ଥିତି ଅଣାୟତ ହେବାରେ ଲାଗିଛି । ଗତ ୨୪ ଘଂଟାରେ ନୂଆ ୧୭,୨୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୯୦୪୦୧ରେ ପଂହଚିଛି । ବର୍ତମାନ ସୁଦ୍ଧା ୨୮୫୬୩୬ ସୁସ୍ଥ!-->…