ଥମୁନି ପେଗାସସ୍ ଝଡ : ଚାଲିପାରୁନି ପାର୍ଲଆମେଂଟ
ନୂଆଦିଲ୍ଲୀ: ଇସାଏଲ୍ର ସ୍ପାଇୱେଲ୍ ପେଗାସସ୍ ଦ୍ୱାରା ଗୁଇନ୍ଦାଗିରି କରାଯିବା ମାମଲାକୁ ନେଇ ବିରୋଦ୍ଧି ଦଳର ହଟଗୋଳ ଯୋଗୁଁ କ୍ରମାଗତ ୭ଦିନ ପାଇଁ ପାର୍ଲାମେଂଟର ମୌସୁମୀ ଅଧିବେଶନ ଅଚଳ ହୋଇପଡିଛି । ଆଜି ଉଭୟ ଲୋକସଭାରେ ବିରୋଧି ଦଳର ହଟଗୋଳ ଏବଂ ନାରାବାଜୀ ଯୋଗୁଁ ଉଭୟ ଲୋକସଭା ଓ!-->…